Не ви допада? Няма проблеми! Можете да върнете стоките до 30 дни
Няма да сбъркате с подаръчен ваучер. Получателят може да избере нещо от нашия асортимент с подаръчен ваучер.
До 30 дни за връщане на стоки
ଏଇ ଗଳ୍ପ ସଂକଳନ - 'ଅଳ୍ପ ଗଳ୍ପ'ରେ ସେ ଏକ ଭିନ୍ନ ଦୃଷ୍ଟିଭଙ୍ଗୀର ଅବତାରଣା କରିଛନ୍ତି । ସବୁ ଗଳ୍ପ ସାମାଜିକ କଥାବସ୍ତୁ ଉପରେ ଆଧାରିତ । ଅଧିକାଂଶ ଚରିତ୍ର ସାମାଜିକ ପୃଷ୍ଠଭୂମିରୁ ଆନୀତ । ଏକ ସାଧାରଣ/ସ୍ୱାଭାବିକ/ଚିରାଚରିତ ଜୀବନଶୈଳୀ ଭିତରେ ସେମାନଙ୍କ ଅସାଧାରଣ ବ୍ୟକ୍ତିଚରିତ୍ର ହିଁ ତାଙ୍କ ଗଳ୍ପର ଅନ୍ୟତମ ଦିଗ । ବିଭିନ୍ନ ସଂଘର୍ଷମୟ ପରିସ୍ଥିତିରେ ଥିବା ଏଇ ଚରିତ୍ରମାନଙ୍କ ଭିତରେ ପ୍ରତିଫଳିତ ଏକ ଗଭୀର ମାନବିକ ଆବେଦନ ହିଁ ତାଙ୍କ ରଚନାର ସ୍ୱାତନ୍ତ୍ର୍ୟ ।
Здравейте! Аз съм Libroamiko, вашият книжен съветник.
Как мога да ви помогна?