Не ви допада? Няма проблеми! Можете да върнете стоките до 30 дни
Няма да сбъркате с подаръчен ваучер. Получателят може да избере нещо от нашия асортимент с подаръчен ваучер.
До 30 дни за връщане на стоки
ସଦ୍ୟତମ ଗ୍ରନ୍ଥ 'ସେକ୍ସପିଅର: ଜୀବନୀ ଓ କୃତି' ବିଶ୍ୱବିଶ୍ରୁତ ନାଟ୍ୟକାର ସେକ୍ସପିଅରଙ୍କ ବ୍ୟକ୍ତି ପ୍ରତିକୂଳତା ଭିତରେ ତାଙ୍କ ସ୍ରଷ୍ଟା ମାନସର ଅଦ୍ଭୁତ ଉତ୍ତରଣର ପର୍ଯ୍ୟାଲୋଚନା କରାଯିବା ସଙ୍ଗେ ସଙ୍ଗେ ତାଙ୍କ ରଚିତ ସନେଟ୍ ଏବଂ ନାଟକର ବିଷୟବସ୍ତୁ ସହ ପାଠକଙ୍କୁ ପରିଚିତ କରାଯାଇଛି, ଯାହା ଶ୍ରୀ ରଥଙ୍କର ଏକ ସାହସିକ ସାରସ୍ୱତ ସତ୍ଉଦ୍ୟମ ।
ଓଡ଼ିଆଭାଷାରେ ସମାଲୋଚନା ସାହିତ୍ୟକ୍ଷେତ୍ରରେ ଏହି ବହିଟି ନିଶ୍ଚିତ ଭାବେ ଏକ ସ୍ୱାଗତଯୋଗ୍ୟ ପଦକ୍ଷେପ କାରଣ ଓଡ଼ିଆଭାଷା ସାହିତ୍ୟର ଛାତ୍ରଛାତ୍ରୀ ପଥମତଃ ସେକ୍ସପିଅରଙ୍କ ଜୀବନୀ ଓ କୃତି ବିଷୟରେ ବହୁତ କୌତୁହଳପୂର୍ଣ୍ଣ ତଥା ଉପାଦେୟ ତଥ୍ୟ ଜାଣିବାକୁ ପାଇବେ । ଦ୍ୱିତିୟତଃ, ଏହି ତଥ୍ୟକୁ ଛାତ୍ର ଓ ଗବେଷକମାନେ ତୁଳନାତ୍ମକ ସମାଲୋଚନା ଲିଖନ କ୍ଷେତ୍ରରେ ବ୍ୟବହାର କରି ପାରିବେ ।
Здравейте! Аз съм Libroamiko, вашият книжен съветник.
Как мога да ви помогна?